ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ନବ ସମ୍ବତ୍ସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
22 MAR 2023 11:01AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନବ ସମ୍ବତ୍ସର ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ଦେଶବାସୀଙ୍କୁ ନବ ସମ୍ବତ୍ସରର ଅସୀମ ଶୁଭକାମନା ।”
SR
(ରିଲିଜ ଆଡି: 1909609)
ପରିଦର୍ଶକ କାଉଣ୍ଟର : 160
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Assamese
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam