ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଶହୀଦ ଦିବସ ଅବସରରେ ଭଗତ ସିଂହ, ସୁଖଦେବ ଓ ରାଜଗୁରୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ
Posted On:
23 MAR 2023 9:46AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଆଜି ଶହୀଦ ଦିବସ ଅବସରରେ ଭଗତ ସିଂହ, ସୁଖଦେବ ଓ ରାଜଗୁରୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ଭଗତ ସିଂହ, ସୁଖଦେବ ଓ ରାଜଗୁରୁଙ୍କ ବଳୀଦାନକୁ ଭାରତ ସର୍ବଦା ମନେ ରଖିବ । ଆମ ସ୍ୱାଧୀନତା ସଂଗ୍ରାମ ପ୍ରତି ଏହି ମହାନ ବ୍ୟକ୍ତିମାନଙ୍କର ଅବଦାନ ଅତୁଳନୀୟ ଥିଲା ।”
SR
(Release ID: 1910172)
Visitor Counter : 111
Read this release in:
Malayalam
,
English
,
Urdu
,
Hindi
,
Marathi
,
Manipuri
,
Assamese
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada