ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପୂର୍ବତନ ଉପରାଷ୍ଟ୍ରପତି ଶ୍ରୀ ଏମ ଭେଙ୍କୟା ନାଇଡୁଙ୍କ ଦ୍ୱାରା ଆୟୋଜିତ ଉଗାଡି ସମାରୋହରେ ଭାଗ ନେଲେ ପ୍ରଧାନମନ୍ତ୍ରୀ
प्रविष्टि तिथि:
21 MAR 2023 9:41AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ପୂର୍ବତନ ଉପରାଷ୍ଟ୍ରପତି ଶ୍ରୀ ଏମ ଭେଙ୍କୟା ନାଇଡୁଙ୍କ ଦ୍ୱାରା ଆୟୋଜିତ ଉଗାଡି ସମାରୋହରେ ଭାଗ ନେଇଛନ୍ତି ।
ପୂର୍ବତନ ଉପରାଷ୍ଟ୍ରପତି ଶ୍ରୀ ଏମ ଭେଙ୍କୟା ନାଇଡୁଙ୍କ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ପୂର୍ବତନ ଉପରାଷ୍ଟ୍ରପତି ଶ୍ରୀ @MVenkaiahNaidu ଗାରୁଙ୍କ ଦ୍ୱାରା ଆୟୋଜିତ ଉଗାଡି ସମାରୋହରେ ସାମିଲ ହୋଇ ଆନନ୍ଦିତ । ଦୀର୍ଘ ଦଶନ୍ଧି ଧରି ତାଙ୍କ ସହ ପରିଚିତି ରହିଛି । ତାଙ୍କର ସଂସ୍କୃତି ପ୍ରତି ଆଗ୍ରହ ଓ ଗୁରୁତ୍ୱପୂର୍ଣ୍ଣ ଉତ୍ସବ ପାଳନ ପାଇଁ ଉତ୍ସାହ ଦେଖିଛି ।”
SR
(रिलीज़ आईडी: 1910199)
आगंतुक पटल : 169
इस विज्ञप्ति को इन भाषाओं में पढ़ें:
Kannada
,
English
,
Urdu
,
हिन्दी
,
Marathi
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Malayalam