ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଚେତି ଚାନ୍ଦ ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 22 MAR 2023 10:59AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଚେତି ଚାନ୍ଦ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

“ଚେତି ଚାନ୍ଦ ଅବସରରେ ଶୁଭେଚ୍ଛା । ଜୟ ଝୁଲେଲାଲ!”

 

SR


(ରିଲିଜ ଆଡି: 1910304) ପରିଦର୍ଶକ କାଉଣ୍ଟର : 138