ପୋଷ୍ଟ କରାଯିବା ଦିନାଙ୍କ:
22 MAR 2023 10:48AM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ନବରାତ୍ରୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ଆପଣମାନଙ୍କୁ ନବରାତ୍ରୀର ଅନନ୍ତ ଶୁଭକାମନା । ଶ୍ରଦ୍ଧା ଓ ଭକ୍ତିର ଏହି ପବିତ୍ର ଅବସର ଦେଶବାସୀଙ୍କ ଜୀବନରେ ସୁଖ, ସମୃଦ୍ଧି ଓ ସୌଭାଗ୍ୟ ନେଇ ଆସୁ । ଜୟ ମାତା ଦୀ!”
SR