ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଗୁଜରାଟରେ ବରିଷ୍ଠ ମହିଳା ନାଗରିକଙ୍କ ପାଇଁ ଆୟୋଜିତ କ୍ରୀଡା ପ୍ରତିଯୋଗିତାକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
प्रविष्टि तिथि:
27 MAR 2023 10:32AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟରେ ବରିଷ୍ଠ ମହିଳା ନାଗରିକଙ୍କ ପାଇଁ ସ୍ୱତନ୍ତ୍ର ଭାବେ ଆୟୋଜିତ କ୍ରୀଡା ପ୍ରତିଯୋଗିତାର ନିଆରା ଉପକ୍ରମକୁ ପ୍ରଶଂସା କରିଛନ୍ତି ।
ଗୁଜରାଟରେ ବରିଷ୍ଠ ମହିଳା ନାଗରିକଙ୍କ ପାଇଁ ସ୍ୱତନ୍ତ୍ର ଭାବେ ଆୟୋଜିତ କ୍ରୀଡା ପ୍ରତିଯୋଗିତାର ନିଆରା ଉପକ୍ରମ ସମ୍ପର୍କରେ ଗୁଜରାଟ ସରକାରଙ୍କ ରାଷ୍ଟ୍ର ମନ୍ତ୍ରୀ ଶ୍ରୀ ହର୍ଷ ସାଂଘଭିଙ୍କ ଟ୍ୱିଟ ଶୃଙ୍ଖଳ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ପ୍ରଶଂସନୀୟ ।”
SR
(रिलीज़ आईडी: 1911028)
आगंतुक पटल : 173
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam