ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଶ୍ରୀ ଶ୍ୟାମଜୀ କୃଷ୍ଣ ବର୍ମାଙ୍କୁ ତାଙ୍କ ପୂଣ୍ୟ ତିଥି ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 30 MAR 2023 2:13PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଶ୍ରୀ ଶ୍ୟାମଜୀ କୃଷ୍ଣ ବର୍ମାଙ୍କୁ ତାଙ୍କ ପୂଣ୍ୟ ତିଥି ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

ଶ୍ରୀ ଶ୍ୟାମଜୀ କୃଷ୍ଣ ବର୍ମାଙ୍କୁ ତାଙ୍କ ପୂଣ୍ୟ ତିଥି ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । ସମର୍ପିତ ଜାତୀୟତାବାଦୀ ଓ ସାହସୀ ବ୍ୟକ୍ତିତ୍ୱର ଅଧିକାରୀ ଭାବେ, ଅନ୍ୟାୟ ଓ ଔପନିବେଶିକ ଶାସନ ବିରୋଧରେ ଭାରତର ଲଢେଇରେ ସେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିଲେ । ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଆମେ ନିଜ ମହାନ ଦେଶର ନାଗରିକଙ୍କ ପାଇଁ ସର୍ବଦା କାମ କରି ଚାଲିଥିବୁ ।  

 

SR


(रिलीज़ आईडी: 1912198) आगंतुक पटल : 113
इस विज्ञप्ति को इन भाषाओं में पढ़ें: Bengali , English , Urdu , हिन्दी , Marathi , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam