ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ରାମ ନବମୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 30 MAR 2023 3:01PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ପବିତ୍ର ରାମନବମୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଭଗବାନ ରାମଚନ୍ଦ୍ରଙ୍କ ଜୀବନ ସମସ୍ତ ଯୁଗରେ ପ୍ରେରଣାଦାୟୀ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । 

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

ରାମନବମୀର ପବିତ୍ର ଅବସରରେ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭକାମନା । ତ୍ୟାଗ, ତପସ୍ୟା, ସଂଯମ ଓ ସଂକଳ୍ପକୁ ନେଇ ଆଧାରିତ ମର୍ଯ୍ୟାଦା ପୁରୁଷୋତ୍ତମ ଭଗବାନ ରାମଚନ୍ଦ୍ରଙ୍କ ଜୀବନ ସମସ୍ତ ଯୁଗରେ ମାନବ ସମାଜ ପାଇଁ ପ୍ରେରଣାଶକ୍ତି ହୋଇ ରହିଥିବ ।

 

SR


(रिलीज़ आईडी: 1912210) आगंतुक पटल : 91
इस विज्ञप्ति को इन भाषाओं में पढ़ें: Bengali , Gujarati , English , Urdu , Marathi , हिन्दी , Manipuri , Assamese , Punjabi , Tamil , Telugu , Kannada , Malayalam