ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ବିଳାସପୁରରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନାକୁ ନେଇ ସନ୍ତୋଷ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 30 MAR 2023 3:03PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଛତିଶଗଡର ବିଳାସପୁରରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନାକୁ ନେଇ ସନ୍ତୋଷ ବ୍ୟକ୍ତ କରିଛନ୍ତି ।

ଅରୁଣ ସାଓଙ୍କ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

ଛତିଶଗଡର ବିଳାସପୁରର ଏହି ଲୋକମାନଙ୍କ ଖୁସିରେ ସାରା ଦେଶ ସାମିଲ ହୋଇଛି! ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନାର ଏହି ସଫଳତା ବେଶ ଉତ୍ସାହପ୍ରଦ ।

SR


(रिलीज़ आईडी: 1912211) आगंतुक पटल : 173
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam