ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ବିଶ୍ୱ ବକ୍ସିଂ ଚାମ୍ପିଅନସିପରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ବକ୍ସର ଲୋଭଲିନା ବୋର୍ଗୋହେନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
प्रविष्टि तिथि:
26 MAR 2023 9:23PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବକ୍ସିଂ ବିଶ୍ୱ ଚାମ୍ପିଅନସିପରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ବକ୍ସର ଲୋଭଲିନା ବୋର୍ଗୋହେନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ବକ୍ସଂ ବିଶ୍ୱ ଚାମ୍ପିଅନସିପରେ ତାଙ୍କର ଚମତ୍କାର ପ୍ରଦର୍ଶନ ପାଇଁ ଲୋଭଲିନା ବୋର୍ଗେହନଙ୍କୁ ଅଭିନନ୍ଦନ । ସେ ବହୁତ କୌଶଳ ପ୍ରଦର୍ଶନ କରିଥିଲେ । ତାଙ୍କର ସ୍ୱର୍ଣ୍ଣ ପଦକ ବିଜୟ ପାଇଁ ଭାରତ ଆନନ୍ଦିତ ।”
HS
(रिलीज़ आईडी: 1912533)
आगंतुक पटल : 160
इस विज्ञप्ति को इन भाषाओं में पढ़ें:
Gujarati
,
Kannada
,
English
,
Urdu
,
Marathi
,
हिन्दी
,
Assamese
,
Bengali
,
Manipuri
,
Punjabi
,
Tamil
,
Telugu
,
Malayalam