ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପୋପ ଫ୍ରାନ୍ସିସଙ୍କ ଦ୍ରୁତ ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 31 MAR 2023 6:00PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୋପ ଫ୍ରାନ୍ସିସଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ଦ୍ରୁତ ଆରୋଗ୍ୟ କାମନା କରିଛନ୍ତି ।

ପୋପଙ୍କ ଏକ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

ପୋପ ଫ୍ରାନ୍ସିସଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ଦ୍ରୁତ ଆରୋଗ୍ୟ କାମନା କରୁଛି ।

 

SR


(रिलीज़ आईडी: 1912599) आगंतुक पटल : 99
इस विज्ञप्ति को इन भाषाओं में पढ़ें: Bengali , English , Urdu , Marathi , हिन्दी , Manipuri , Assamese , Punjabi , Gujarati , Tamil , Telugu , Kannada , Malayalam