ରେଳ ମନ୍ତ୍ରଣାଳୟ
azadi ka amrit mahotsav

ଆରପିଏଫ୍‍ରେ ୨୦୦୦୦ କନଷ୍ଟେବଳ ପଦବୀ ପାଇଁ ନିଯୁକ୍ତି ବିଷୟରେ ସ୍ପଷ୍ଟୀକରଣ

प्रविष्टि तिथि: 31 MAR 2023 5:18PM by PIB Bhubaneshwar

ସୋସିଆଲ ଏବଂ ପ୍ରିଣ୍ଟ ମିଡିଆରେ ଆରପିଏଫରେ ୨୦୦୦୦ କନଷ୍ଟେବଳ ପଦବୀରେ ନିଯୁକ୍ତି ବିଷୟରେ ଏକ ମିଥ୍ୟା ବାର୍ତ୍ତା ପ୍ରଚାର କରାଯାଉଛି

ସମସ୍ତଙ୍କ ଅବଗତି ପାଇଁ ଏହା ସୂଚିତ କରାଯାଇଛି ଯେ ଆରପିଏଫ କିମ୍ବା ରେଳ ମନ୍ତ୍ରଣାଳୟ ପକ୍ଷରୁ ସେମାନଙ୍କ ଅଫିସିଆଲ ୱେବସାଇଟରେ କିମ୍ବା କୌଣସି ମୁଦ୍ରଣ କିମ୍ବା ବୈଦ୍ୟୁତିକ ଗଣମାଧ୍ୟମରେ କୌଣସି ବିଜ୍ଞାପନ ପ୍ରଦାନ କରାଯାଇ ନାହିଁ

HS


(रिलीज़ आईडी: 1912610) आगंतुक पटल : 145
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Punjabi , Tamil