ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଜେଏନପିଏ ନିଜ ଇତିହାସରେ ପ୍ରଥମ ଥର ପାଇଁ ଗୁରୁତ୍ୱପୂର୍ଣ୍ଣ ୬ ମିଲିୟନ ଟିଇୟୁ ଅତିକ୍ରମ କରି ସର୍ବାଧିକ ମାଲ ପ୍ରବାହ କ୍ଷମତା ପଞ୍ଜିକୃତ କରିଥିବାରୁ ସନ୍ତୋଷ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ
Posted On:
01 APR 2023 9:15AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଜୱାହରଲାଲ ନେହରୁ ବନ୍ଦର ପ୍ରାଧିକରଣ (ଜେଏନପିଏ) ମାର୍ଚ୍ଚ ୩୦ରେ ନିଜ ଇତିହାସରେ ପ୍ରଥମ ଥର ପାଇଁ ୬ ମିଲିୟନ ଟିଇୟୁ ଅତିକ୍ରମ କରି ସର୍ବାଧିକ ମାଲ ପ୍ରବାହ କ୍ଷମତା ପଞ୍ଜିକୃତ କରିଥିବାରୁ ସନ୍ତୋଷ ବ୍ୟକ୍ତ କରିଛନ୍ତି ।
ଜେଏନପିଏର ଏକ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ଭାରତର ଗୁରୁତ୍ୱପୂର୍ଣ୍ଣ ବନ୍ଦର ମଧ୍ୟରୁ ଗୋଟିଏର ଉଲ୍ଲେଖନୀୟ ଉପଲବ୍ଧି ।”
Noteworthy feat by one of India’s important ports. https://t.co/bbTufvf2z5
— Narendra Modi (@narendramodi) April 1, 2023
SR
(Release ID: 1912935)
Visitor Counter : 134
Read this release in:
Telugu
,
English
,
Urdu
,
Marathi
,
Hindi
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Malayalam