ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଉତ୍କଳ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
ପୋଷ୍ଟ କରାଯିବା ଦିନାଙ୍କ:
01 APR 2023 8:46PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍କଳ ଦିବସ ଅବସରରେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ଏକ ଟ୍ୱିଟ ଶୃଙ୍ଖଳରେ ଶ୍ରୀ ମୋଦୀ କହିଛନ୍ତି;
“ଉତ୍କଳ ଦିବସର ହାର୍ଦ୍ଦିକ ଶୁଭେଚ୍ଛା । ଏହି ଦିନ ଆମ ଦେଶର ପ୍ରଗତିରେ ଓଡ଼ିଶା, ଓଡିଆ ଜନସାଧାରଣ ଏବଂ ସଂସ୍କୃତିର ସମୃଦ୍ଧ ଅବଦାନକୁ ଜାଣିବାର ଅବସର । ଓଡ଼ିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ସମୃଦ୍ଧି କାମନା କରୁଛି ।”
"ଉତ୍କଳ ଦିବସର ହାର୍ଦ୍ଦିକ ଶୁଭେଚ୍ଛା । ଏହି ଦିନ ଆମ ଦେଶର ପ୍ରଗତିରେ ଓଡ଼ିଶା, ଓଡିଆ ଜନସାଧାରଣ ଏବଂ ସଂସ୍କୃତିର ସମୃଦ୍ଧ ଅବଦାନକୁ ଜାଣିବାର ଅବସର । ଓଡ଼ିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ସମୃଦ୍ଧି କାମନା କରୁଛି ।"
SR
(ରିଲିଜ ଆଡି: 1912938)
ପରିଦର୍ଶକ କାଉଣ୍ଟର : 159
ଏହି ରିଲିଜ ପଢନ୍ତୁ :
Telugu
,
English
,
Urdu
,
Marathi
,
हिन्दी
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Kannada
,
Malayalam