ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମହିଳାଙ୍କୁ ସମ୍ମାନ ଏବଂ ସଶକ୍ତିକରଣ ପାଇଁ ଆମ ସରକାର ପ୍ରତିବଦ୍ଧ: ପ୍ରଧାନମନ୍ତ୍ରୀ

प्रविष्टि तिथि: 03 APR 2023 5:18PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ମହିଳାଙ୍କୁ ସମ୍ମାନ ଏବଂ ସଶକ୍ତିକରଣ ପାଇଁ ଆମ ସରକାର ପ୍ରତିବଦ୍ଧ ଶ୍ରୀ ମୋଦୀ ଏହା ମଧ୍ୟ କହିଛନ୍ତି ଯେ ଭାରତୀୟ ଡାକ ଦ୍ୱାରା ଆରମ୍ଭ ହୋଇଥିବାମହିଳା ସମ୍ମାନ ବଚତ ପତ୍ରଏହାର ସର୍ବୋତ୍ତମ ଉଦାହରଣ

ଅର୍ଥ ମନ୍ତ୍ରଣାଳୟ ମହିଳା ସମ୍ମାନ ସଞ୍ଚୟ ପ୍ରମାଣପତ୍ର, ୨୦୨୩ ପାଇଁ ଗେଜେଟ ବିଜ୍ଞପ୍ତି ଜାରି କରିଛି ଏବଂ ତୁରନ୍ତ ପ୍ରଭାବ ସହିତ .୫୯ ଲକ୍ଷ ଡାକଘରେ ଉପଲବ୍ଧ କରାଯାଇଛି ୨୦୨୩-୨୪ ବଜେଟରେ କେନ୍ଦ୍ର ଅର୍ଥମନ୍ତ୍ରୀଆଜାଦୀ କା ଅମୃତ ମହୋତ୍ସବ' କୁ ସ୍ମରଣ କରିବା ପାଇଁ ଏହି ଯୋଜନା ଘୋଷଣା କରାଯାଇଥିଲା ଏବଂ ବାଳିକାଙ୍କ ସମେତ ମହିଳାଙ୍କ ଆର୍ଥିକ ଅନ୍ତର୍ଭୂକ୍ତି ତଥା ସଶକ୍ତିକରଣ ଦିଗରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ

ଭାରତୀୟ ଡାକର ଟୁଇଟ୍ ଉତ୍ତରରେ ପ୍ରଧାନମନ୍ତ୍ରୀ ଟୁଇଟ୍କରିଛନ୍ତି;

ମହିଳାଙ୍କୁ ସମ୍ମାନ ଏବଂ ସଶକ୍ତିକରଣ ପାଇଁ ଆମ ସରକାର ପ୍ରତିବଦ୍ଧ ଏବଂମହିଳା ସମ୍ମାନ ବଚତ ପତ୍ରଏହାର ସର୍ବୋତ୍ତମ ଉଦାହରଣ

HS


(रिलीज़ आईडी: 1913351) आगंतुक पटल : 190
इस विज्ञप्ति को इन भाषाओं में पढ़ें: Bengali , English , Urdu , Marathi , हिन्दी , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam