ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

କ୍ରେଡିଟ ଗ୍ୟାରେଣ୍ଟି ଯୋଜନା ଆହୁରି ଉନ୍ନତ କରାଯାଇଥିବାରୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

Posted On: 04 APR 2023 5:24PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି କ୍ରେଡିଟ ଗ୍ୟାରେଣ୍ଟି ଯୋଜନାରେ ସଂସ୍କାର ଏମଏସଏମଇ କ୍ଷେତ୍ରକୁ ମଜବୁତ କରିବା ପାଇଁ ସରକାରଙ୍କ ପ୍ରୟାସର ଅଂଶବିଶେଷ ।

କେନ୍ଦ୍ର ସୂକ୍ଷ୍ମ, ଲଘୁ ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଶ୍ରୀ ନାରାୟଣ ରାଣେ ଏକ ଟ୍ୱିଟ ଶୃଙ୍ଖଳରେ ସୂଚନା ଦେଇଛନ୍ତି ଏମଏସଇ କ୍ଷେତ୍ରକୁ ମଜବୁତ କରିବା ପାଇଁ ଲଗାତର ଉଦ୍ୟମ ଅନ୍ତର୍ଗତ ଏମଏସଇ ଋଣ ପ୍ରବାହ ବଢାଇବା କ୍ରେଡିଟ ଗ୍ୟାରେଣ୍ଟି ଯୋଜନାକୁ ନୂଆ ରୂପ ଦିଆଯାଇଛି ।

କେନ୍ଦ୍ର ମନ୍ତ୍ରୀଙ୍କ ଟ୍ୱିଟ ଶୃଙ୍ଖଳ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

ଏମଏସଏମଇ କ୍ଷେତ୍ରକୁ ମଜବୁତ କରିବା ପାଇଁ ସରକାରଙ୍କ ପ୍ରୟାସର ଅଂଶବିଶେଷ ।

 

SR



(Release ID: 1913602) Visitor Counter : 100