ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ସିକ୍କିମରେ ହିମସ୍ଖଳନ ଯୋଗୁଁ ହୋଇଥିବା ମୃତ୍ୟୁରେ ପ୍ରଧାନମନ୍ତ୍ରୀଙ୍କ ଶୋକ
ପୋଷ୍ଟ କରାଯିବା ଦିନାଙ୍କ:
05 APR 2023 10:29AM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ସିକିମ ଠାରେ ହିମସ୍ଖଳନ ଯୋଗୁଁ ହୋଇଥିବା ମୃତ୍ୟୁରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;
“ସିକ୍କିମ ହିମସ୍ଖଳନ ଯୋଗୁଁ ଦୁଃଖିତ । ନିଜ ପ୍ରିୟଜନଙ୍କୁ ହରାଇଥିବା ବ୍ୟକ୍ତିବିଶେଷଙ୍କୁ ସମବେଦନା ଜଣାଉଛି । ଆହତମାନଙ୍କ ଦ୍ରୁତ ଆରୋଗ୍ୟ କାମନା କରୁଛି । ଉଦ୍ଧାର ଅଭିଯାନ ଜାରି ରହିଛି ଓ ପ୍ରଭାବିତମାନଙ୍କୁ ସମସ୍ତ ପ୍ରକାର ସହାୟତା ପ୍ରଦାନ କରାଯାଉଛି: ପ୍ରଧାନମନ୍ତ୍ରୀ”
SR
(ରିଲିଜ ଆଡି: 1913719)
ପରିଦର୍ଶକ କାଉଣ୍ଟର : 146
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Assamese
,
Manipuri
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam