ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଭୁଟାନ ରାଜା ମହାମହିମ ଜିଗ୍ମେ ଖେସାର ନାମଗ୍ୟାଲ ୱାଙ୍ଗଚୁକ
प्रविष्टि तिथि:
05 APR 2023 10:30AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନିଜ ନୂଆଦିଲ୍ଲୀ ସ୍ଥିତ ବାସଭବନରେ ଭୁଟାନ ରାଜା ମହାମହିମ ଜିଗ୍ମେ ଖେସାର ନାମଗ୍ୟାଲ ୱାଙ୍ଗଚୁକଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ଭୁଟାନ ରାଜା ମହାମହିମ ଜିଗ୍ମେ ଖେସାର ନାମଗ୍ୟାଲ ୱାଙ୍ଗଚୁକଙ୍କୁ ସ୍ୱାଗତ କରି ଅତ୍ୟନ୍ତ ଖୁସି । ଆମ ବୈଠକ ସୌହାର୍ଦ୍ଦ୍ୟପୂର୍ଣ୍ଣ ଓ ଫଳପ୍ରଦ ଥିଲା । ଆମେ ଭାରତ-ଭୁଟାନ ସମ୍ପର୍କକୁ ନୂତନ ଉଚ୍ଚତାକୁ ନେବା ପାଇଁ ନିଜ ଘନିଷ୍ଠ ବନ୍ଧୁତ୍ୱ ଓ ଦ୍ରୁକ ଗ୍ୟାଲପୋ ଦୃଷ୍ଟିକୋଣକୁ ଅଧିକ ଗୁରୁତ୍ୱ ପ୍ରଦାନ କରୁଛୁ ।”
SR
(रिलीज़ आईडी: 1913720)
आगंतुक पटल : 160
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam