ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ବାବୁ ଜଗଜ୍ଜୀବନ ରାମଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
05 APR 2023 4:16PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ବାବୁ ଜଗଜ୍ଜୀବନ ରାମଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ସ୍ୱାଧୀନତା ସଂଗ୍ରାମର ସକ୍ରିୟ ସେନାନୀ ପୂର୍ବତନ ଉପପ୍ରଧାନମନ୍ତ୍ରୀ ବାବୁ ଜଗଜ୍ଜୀବନ ରାମଙ୍କୁ ତାଙ୍କ ଜୟନ୍ତୀ ଅବସରରେ ସାଦର ଶ୍ରଦ୍ଧାଞ୍ଜଳି । ସମାଜର ବଞ୍ଚିତ ବର୍ଗଙ୍କୁ ବିକାଶର ମୁଖ୍ୟସ୍ରୋତକୁ ଆଣିବା ପାଇଁ ତାଙ୍କ ଉଦ୍ୟମ ସଦା ପ୍ରେରଣା ଯୋଗାଇ ଚାଲିଥିବ ।”
SR
(ରିଲିଜ ଆଡି: 1913911)
ପରିଦର୍ଶକ କାଉଣ୍ଟର : 147
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Assamese
,
Manipuri
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam