ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ
ସିପେଟ୍ ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ
प्रविष्टि तिथि:
05 APR 2023 9:25PM by PIB Bhubaneswar
ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ରାଜ୍ୟରେ ଅନୁଷ୍ଠିତ ହେଉଥିବା ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମରେ ସାମିଲ ହୋଇଛି କେନ୍ଦ୍ରୀୟ ପେଟ୍ରୋରସାୟନ ଯାନ୍ତ୍ରିକୀ ଓ ପ୍ରଯୁକ୍ତି ପ୍ରତିଷ୍ଠାନ (ସିପେଟ) । ଭୁବନେଶ୍ୱରରେ ସିପେଟ୍ ପକ୍ଷରୁ ଜି-୨୦ ବିଷୟବସ୍ତୁ ଉପରେ ଆଧାରିତ ଏକ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ ପ୍ରତିଷ୍ଠାନରେ ଅଧ୍ୟୟନରତ ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିଥିଲେ ।
******
P.S.
(रिलीज़ आईडी: 1914076)
आगंतुक पटल : 184