ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ
azadi ka amrit mahotsav

ଜି-୨୦ ଜନଭାଗିଦାରୀ : ଆଇସିଏଆର-ଏନଆଇଏଫଏମଡି ପକ୍ଷରୁ ସ୍ୱଚ୍ଛତା ଅଭିଯାନ

Posted On: 05 APR 2023 9:28PM by PIB Bhubaneshwar

ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ଜନସଚେତନତା ସୃଷ୍ଟି କରିବା ଲାଗି ଭାରତୀୟ କୃଷି ଗବେଷଣା ପରିଷଦ (ଆଇସିଏଆର)- ନେସନାଲ ଇନଷ୍ଟିଚ୍ୟୁଟ୍‌ ଅନ୍‌ ଫୁଟ୍‌ ଏଣ୍ଡ ମାଉଥ୍‌ ଡିଜିଜ୍‌ (ଏନଆଇଏଫଏମଡି) ପକ୍ଷରୁ ଜି୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ଏହି କ୍ରମରେ ଅନୁଷ୍ଠାନ ପକ୍ଷରୁ ଏକ ସ୍ୱଚ୍ଛତା ଅଭିଯାନ ଆୟୋଜନ କରାଯାଇଥିଲା । ପ୍ରତିଷ୍ଠାନର ଅଧିକାରୀ ଓ କର୍ମଚାରୀମାନେ ଯୋଗ ଦେଇ ଏନଆଇଏଫଏମଡି ପରିସରକୁ ସଫେଇ କରିଥିଲେ ।

********

P.S.


(Release ID: 1914079)