ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ
azadi ka amrit mahotsav

ଜି-୨୦ ଜନଭାଗିଦାରୀ ଅନ୍ତର୍ଗତ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

Posted On: 05 APR 2023 9:30PM by PIB Bhubaneshwar

ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ଜନସଚେତନତା ସୃଷ୍ଟି କରିବା ଲାଗି ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଏନସିଇଆରଟି ପକ୍ଷରୁରୁ ଜି୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ଏହି କ୍ରମରେ ପ୍ରତିଷ୍ଠାନ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ପ୍ରତିଷ୍ଠାନର ଅଧ୍ୟକ୍ଷ ପ୍ରଫେସର ପି.ସି ଅଗ୍ରୱାଲ କାର୍ଯ୍ୟକ୍ରମର ନେତୃତ୍ୱ ନେବା ସହିତ କ୍ୟାମ୍ପସ ପରିସରରେ ବୃକ୍ଷରୋପଣ କରିଥିଲେ । ପ୍ରତିଷ୍ଠାନର ଛାତ୍ରଛାତ୍ରୀ, ଶିକ୍ଷକ ଓ କର୍ମଚାରୀମାନେ ଏଥିରେ ଭାଗ ନେଇଥିଲେ ।

*******

P.S.


(Release ID: 1914081)