ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ଆମ ପୃଥିବୀକୁ ସୁସ୍ଥ ରଖିବା ପାଇଁ କାମ କରୁଥିବା ବ୍ୟକ୍ତିମାନଙ୍କୁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 07 APR 2023 4:49PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ଆମ ପୃଥିବୀକୁ ସୁସ୍ଥ ରଖିବା ପାଇଁ କାମ କରୁଥିବା ବ୍ୟକ୍ତିମାନଙ୍କୁ କୃତଜ୍ଞତା ଜଣାଇଛନ୍ତି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡଃ ମନସୁଖ ମାଣ୍ଡଭୀୟଙ୍କ ଟ୍ୱିଟ ଶେୟାର କରି ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ଆମ ପୃଥିବୀକୁ ସୁସ୍ଥ ରଖିବା ପାଇଁ କାମ କରୁଥିବା ବ୍ୟକ୍ତିମାନଙ୍କୁ କୃତଜ୍ଞତା ଜଣାଉଛୁ ।

ଆମ ସରକାର ସ୍ୱାସ୍ଥ୍ୟସେବା ଭିତ୍ତିଭୂମିକୁ ପ୍ରୋତ୍ସାହନ ଦେବା ସହ ଲୋକଙ୍କୁ ଗୁଣବତ୍ତା ସମ୍ପନ୍ନ ସ୍ୱାସ୍ଥ୍ୟ ସେବା ସୁନିଶ୍ଚିତ କରାଇବା ପାଇଁ କାମ ଜାରି ରଖିବ ।

 

SR


(रिलीज़ आईडी: 1914650) आगंतुक पटल : 186
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Manipuri , Assamese , Bengali , Punjabi , Gujarati , Tamil , Telugu , Kannada , Malayalam