ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଶ୍ରୀ କେଶବ ମହିନ୍ଦ୍ରାଙ୍କ ପରଲୋକରେ ଶୋକ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ
Posted On:
13 APR 2023 6:08PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ବାଣିଜ୍ୟ ଜଗତର ବିଶିଷ୍ଟ ବ୍ୟକ୍ତି ଶ୍ରୀ କେଶବ ମହିନ୍ଦ୍ରାଙ୍କ ମୃତ୍ୟୁରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;
“ଶ୍ରୀ କେଶବ ମହିନ୍ଦ୍ରା ଜୀଙ୍କ ବିୟୋଗରେ ମର୍ମାହତ । ବାଣିଜ୍ୟ ଜଗତକୁ ଅବଦାନ ତଥା ପରୋପକାର ଉଦ୍ୟମ ପାଇଁ ସେ ସ୍ମରଣୀୟ ହୋଇ ରହିବେ । ତାଙ୍କ ପରିବାର ଓ ବନ୍ଧୁବର୍ଗଙ୍କୁ ସମବେଦନା । ଓମ ଶାନ୍ତି: ପ୍ରଧାନମନ୍ତ୍ରୀ@narendramodi”
SR
(Release ID: 1916288)
Visitor Counter : 116
Read this release in:
English
,
Urdu
,
Marathi
,
Hindi
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam