ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଡକ୍ଟର ବାବାସାହେବ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 14 APR 2023 9:34AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଡକ୍ଟର ବାବାସାହେବ ଆମ୍ବେଦକରଙ୍କୁ ତାଙ୍କ ଜୟନ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରିଛି:

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡକ୍ଟର ବାବାସାହେବ ଆମ୍ବେଦକରଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

HS


(रिलीज़ आईडी: 1916619) आगंतुक पटल : 133
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Manipuri , Assamese , Punjabi , Gujarati , Tamil , Telugu , Kannada , Malayalam