ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ବୋହାଗ ବିହୁ ଅବସରରେ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
14 APR 2023 6:05PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବୋହାଗ ବିହୁ ଅବସରରେ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ ସୂଚନା ଦେଇଛନ୍ତି ଯେ ଏହି ବୋହାଗ ବିହୁ, ସେ ଆସାମରେ ରାଜ୍ୟର ଲୋକଙ୍କ ସହ ଏହି ଉତ୍ସବ ପାଳନ କରିବେ ।
ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି;
“ଏକ ସୁନ୍ଦର ବୋହାଗ ବିହୁ!”
HS
(ରିଲିଜ ଆଡି: 1916622)
ପରିଦର୍ଶକ କାଉଣ୍ଟର : 152
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Assamese
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam