ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ବୈଶାଖୀ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

Posted On: 14 APR 2023 6:26PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ବୈଶାଖୀର ପବିତ୍ର ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ବୈଶାଖୀର ହାର୍ଦ୍ଦିକ ଶୁଭେଚ୍ଛା । ଏହି ଅବସର ସମାଜରେ ଏକତାର ବନ୍ଧନକୁ ମଜବୁତ କରୁ ବୋଲି କାମନା କରୁଛି ।

 

SR


(Release ID: 1916635)