ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଶାନ୍ତ ଅରୁଣାଚଳ ପ୍ରଦେଶର ଝଲକ ଶେୟାର କଲେ ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
14 APR 2023 6:28PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହଙ୍କ ଦ୍ୱାରା ପୋଷ୍ଟ କରାଯାଇଥିବା ଏକ ଭିଡିଓ ସମ୍ପର୍କରେ ନିଜ ପ୍ରତିକ୍ରିୟା ବ୍ୟକ୍ତ କରି ଦର୍ଶନୀୟ ଅରୁଣାଚଳ ପ୍ରଦେଶର ଏକ ଝଲକ ଶେୟାର କରିଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ପ୍ରଶାନ୍ତ ଓ ଦର୍ଶନୀୟ ଅରୁଣାଚଳ ପ୍ରଦେଶ ।”
SR
(ରିଲିଜ ଆଡି: 1916638)
ପରିଦର୍ଶକ କାଉଣ୍ଟର : 147
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam