ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରକୃତି ସହ ଜଡିତ ପର୍ବ ସତୁଆନ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 14 APR 2023 7:43PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ପ୍ରକୃତି ସହ ଜଡିତ ପର୍ବ ସତୁଆନ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ପ୍ରକୃତି ସହ ଜଡିତ ଉତ୍ସବ ସତୁଆନ ଅବସରରେ ଆପଣମାନଙ୍କୁ ହାର୍ଦ୍ଦିକ ଶୁଭକାମନା । ଦେଶର ବିଭିନ୍ନ ସ୍ଥାନରେ ପାଳିତ ହେଉଥିବା ଏହି ଉତ୍ସବ ସମସ୍ତଙ୍କ ଜୀବନରେ ନୂଆ ଶକ୍ତି ଓ ସ୍ଫୂର୍ତ୍ତି ଆଣୁ ବୋଲି କାମନା କରୁଛି । 

SR


(रिलीज़ आईडी: 1916799) आगंतुक पटल : 147
इस विज्ञप्ति को इन भाषाओं में पढ़ें: Malayalam , English , Urdu , Marathi , हिन्दी , Bengali , Assamese , Manipuri , Punjabi , Gujarati , Tamil , Telugu , Kannada