ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ହିମାଚଳ ଦିବସ ଅବସରରେ ହିମାଚଳ ପ୍ରଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

प्रविष्टि तिथि: 15 APR 2023 10:42PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ହିମାଚଳ ଦିବସ ଅବସରରେ ହିମାଚଳ ପ୍ରଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । 

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

ହିମାଚଳ ଦିବସ ଅବସରରେ ହିମାଚଳ ପ୍ରଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା । ନିଜ ପ୍ରାକୃତିକ ସୌନ୍ଦର୍ଯ୍ୟ ଓ ପର୍ଯ୍ୟଟନ ପାଇଁ ପ୍ରସିଦ୍ଧ ଏହି ରାଜ୍ୟବାସୀଙ୍କ ଜୀବନ ସଦା ସମୃଦ୍ଧ ଓ ସୌହାର୍ଦ୍ଦ୍ୟରେ ଭରା ରହୁ ବୋଲି କାମନା ।  

 

SR


(रिलीज़ आईडी: 1916982) आगंतुक पटल : 162
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam