ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ବାବା ସାହେବ ଆମ୍ବେଦକର ଯାତ୍ରା- ଭାରତ ଗୌରବ ଟ୍ରେନକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
15 APR 2023 10:48PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ବାବା ସାହେବ ଆମ୍ବେଦକର ଯାତ୍ରା-ଭାରତ ଗୌରବ ଟ୍ରେନ ଉପକ୍ରମକୁ ପ୍ରଶଂସା କରିଛନ୍ତି । ଗତକାଲି ଆମ୍ବେଦକର ଜୟନ୍ତୀ ଅବସରରେ କେନ୍ଦ୍ର ମନ୍ତ୍ରୀ ଜି କ୍ରିଷ୍ଣା ରେଡ୍ଡୀ ଏହାକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ।
କେନ୍ଦ୍ର ମନ୍ତ୍ରୀଙ୍କ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ଡଃ ବାବାସାହେବ ଆମ୍ବେଦକରଙ୍କ ଜୀବନ ସହ ଜଡିତ ଗୁରୁତ୍ୱପୂର୍ଣ୍ଣ ଦିଗ ଓ ସ୍ଥାନଗୁଡିକୁ ରେଖାଙ୍କିତ କରିବା ପାଇଁ ଏକ ଉଲ୍ଲେଖନୀୟ ପଦକ୍ଷେପ ।”
SR
(ରିଲିଜ ଆଡି: 1916985)
ପରିଦର୍ଶକ କାଉଣ୍ଟର : 143
ଏହି ରିଲିଜ ପଢନ୍ତୁ :
Assamese
,
English
,
Urdu
,
हिन्दी
,
Marathi
,
Manipuri
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam