ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ବିଶୁର ସ୍ୱତନ୍ତ୍ର ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

प्रविष्टि तिथि: 15 APR 2023 10:49PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ବିଶୁର ସ୍ୱତନ୍ତ୍ର ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

ସମସ୍ତଙ୍କୁ ବିଶୁର ଶୁଭକାମନା । ଆଗାମୀ ବର୍ଷ ଆପଣମାନଙ୍କ ପାଇଁ ମଙ୍ଗଳମୟ ହେଉ ।

SR


(रिलीज़ आईडी: 1916986) आगंतुक पटल : 153
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Manipuri , Assamese , Bengali , Punjabi , Gujarati , Tamil , Telugu , Kannada , Malayalam