ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
                
                
                
                
                
                    
                    
                        କୋଲକାତାରେ ହୁଗୁଳି ନଦୀ ଭିତରେ ମେଟ୍ରୋ ପରିଚାଳନା ପରୀକ୍ଷଣରେ ସନ୍ତୋଷ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ
                    
                    
                        
                    
                
                
                    Posted On:
                15 APR 2023 10:51PM by PIB Bhubaneshwar
                
                
                
                
                
                
                ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, କୋଲକାତାରେ ହୁଗୁଳି ନଦୀ ଭିତରେ ମେଟ୍ରୋ ପରିଚାଳନା ପରୀକ୍ଷଣରେ ସନ୍ତୋଷ ବ୍ୟକ୍ତ କରିଛନ୍ତି ।
କେନ୍ଦ୍ର ରେଳ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“କୋଲକାତା ପାଇଁ ଭଲ ଖବର ଓ ଭାରତରେ ସାର୍ବଜନୀନ ପରିବହନ ପାଇଁ ଉତ୍ସାହଜନକ ଧାରା ।”
  
SR
                
                
                
                
                
                (Release ID: 1916987)
                Visitor Counter : 136
                
                
                
                    
                
                
                    
                
                Read this release in: 
                
                        
                        
                            English 
                    
                        ,
                    
                        
                        
                            Urdu 
                    
                        ,
                    
                        
                        
                            Marathi 
                    
                        ,
                    
                        
                        
                            हिन्दी 
                    
                        ,
                    
                        
                        
                            Bengali 
                    
                        ,
                    
                        
                        
                            Assamese 
                    
                        ,
                    
                        
                        
                            Manipuri 
                    
                        ,
                    
                        
                        
                            Punjabi 
                    
                        ,
                    
                        
                        
                            Gujarati 
                    
                        ,
                    
                        
                        
                            Tamil 
                    
                        ,
                    
                        
                        
                            Telugu 
                    
                        ,
                    
                        
                        
                            Malayalam