ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଜାତୀୟ ପଞ୍ଚାୟତ ପୁରସ୍କାର ବିଜେତାମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
ପୋଷ୍ଟ କରାଯିବା ଦିନାଙ୍କ:
18 APR 2023 9:51AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଜାତୀୟ ପଞ୍ଚାୟତ ପୁରସ୍କାର ବିଜେତାମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ଗିରିରାଜ ସିଂହଙ୍କ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ଦେଶର ଗାଁଗୁଡିକର ବିକାଶରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଏହି ବିଜେତାମାନଙ୍କୁ ହାର୍ଦ୍ଦିକ ଅଭିନନ୍ଦନ । ଆପଣଙ୍କ ସେବା ଭାବ ଓ ସମର୍ପଣ ଦେଶବାସୀଙ୍କୁ ପ୍ରେରଣା ଯୋଗାଇବ ।”
SR
(ରିଲିଜ ଆଡି: 1917689)
ପରିଦର୍ଶକ କାଉଣ୍ଟର : 123
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam