ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ବୈଦ୍ୟୁତିକ ଯାନର ଲୋକପ୍ରିୟତା ବୃଦ୍ଧି ପାଇଁ ସରକାରଙ୍କ ମଜବୁତ ପଦକ୍ଷେପ ଏବେ ସାରା ଦେଶରେ ଦୃଶ୍ୟମାନ ହେଉଛି: ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 20 APR 2023 10:49AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ବୈଦ୍ୟୁତିକ ଯାନର ଲୋକପ୍ରିୟତା ବୃଦ୍ଧି ପାଇଁ ସରକାରଙ୍କ ମଜବୁତ ପଦକ୍ଷେପ ଏବେ ସାରା ଦେଶରେ ଦୃଶ୍ୟମାନ ହେଉଛି

କେନ୍ଦ୍ର ଭାରୀ ଉଦ୍ୟୋଗ ମନ୍ତ୍ରୀ ଡଃ ମହେନ୍ଦ୍ର ନାଥ ପାଣ୍ଡେ ଏକ ଟ୍ୱିଟରେ ସୂଚନା ଦେଇଛନ୍ତି ନେଟ ଜିରୋ ନିର୍ଗମନ ଲକ୍ଷ୍ୟ ସହିତ ଦେଶ ଦ୍ରୁତ ଗତିରେ ବୈଦ୍ୟୁତିକ ଯାନ ଆପଣାଉଛି ।

କେନ୍ଦ୍ର ମନ୍ତ୍ରୀଙ୍କ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

ବେଶ ଉତ୍ସାହଜନକ ସୂଚନା! ବୈଦ୍ୟୁତିକ ବାହାନଗୁଡିକର ଲୋକପ୍ରିୟତା ବଢାଇବା ପାଇଁ ଆମ ସରକାର ଯେଉଁ ମଜବୁତ ପଦକ୍ଷେପ ନେଇଛନ୍ତି, ତାର ପ୍ରଭାବ ଏବେ ସାରା ଦେଶରେ ଦେଖିବାକୁ ମିଳୁଛି ।

SR


(ରିଲିଜ ଆଡି: 1918163) ପରିଦର୍ଶକ କାଉଣ୍ଟର : 153