ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଚନ୍ଦ୍ରଶେଖରଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
20 APR 2023 6:32PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଚନ୍ଦ୍ରଶେଖରଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଚନ୍ଦ୍ରଶେଖରଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି । ଆମ ଦେଶ ପ୍ରତି ତାଙ୍କ ଅବଦାନ ବେଶ ସମୃଦ୍ଧ ଓ ରାଜନୈତିକ ପ୍ରେକ୍ଷାପଟ୍ଟରେ ସେ ବେଶ ସମ୍ମାନିତ ଥିଲେ । ସେ ଅତ୍ୟନ୍ତ ଉତ୍ସର୍ଗୀକୃତ ଭାବେ ସମାଜର ସେବା ଓ ଦାରିଦ୍ର୍ୟ ଦୂରୀକରଣ ପାଇଁ କାମ କରିଥିଲେ ।”
SR
(ରିଲିଜ ଆଡି: 1918327)
ପରିଦର୍ଶକ କାଉଣ୍ଟର : 115
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam