ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଇଦ-ଉଲ-ଫିତର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 23 APR 2023 3:54PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଇଦ-ଉଲ-ଫିତର ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

ଇଦ-ଉଲ-ଫିତରର ଶୁଭେଚ୍ଛା । ଆମ ସମାଜରେ ସଦ୍ଭାବ ଓ ସହାନୁଭୂତିର ଭାବନା ଆହୁରି ବୃଦ୍ଧି ପାଉ । ସମସ୍ତଙ୍କ ସୁସ୍ୱାସ୍ଥ୍ୟ ଓ ମଙ୍ଗଳ କାମନା କରୁଛି । ଇଦ ମୁବାରକ!

SR


(रिलीज़ आईडी: 1918954) आगंतुक पटल : 135
इस विज्ञप्ति को इन भाषाओं में पढ़ें: Tamil , English , Urdu , Marathi , हिन्दी , Bengali , Manipuri , Assamese , Punjabi , Gujarati , Telugu , Kannada , Malayalam