ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଭଗବାନ ପର୍ଶୁରାମ ଜୟନ୍ତୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
23 APR 2023 4:13PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଭଗବାନ ପର୍ଶୁରାମ ଜୟନ୍ତୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ଆପଣମାନଙ୍କୁ ଭଗବାନ ପର୍ଶୁରାମ ଜୟନ୍ତୀର ହାର୍ଦ୍ଦିକ ଶୁଭେଚ୍ଛା । ତାଙ୍କ କୃପାରୁ ସମସ୍ତଙ୍କ ଜୀବନ ସାହସ, ବିଦ୍ୟା ଓ ବିବେକରେ ପରିପୂର୍ଣ୍ଣ ହେଉ ବୋଲି କାମନା କରୁଛି ।”
SR
(ରିଲିଜ ଆଡି: 1918959)
ପରିଦର୍ଶକ କାଉଣ୍ଟର : 125
ଏହି ରିଲିଜ ପଢନ୍ତୁ :
Malayalam
,
English
,
Urdu
,
हिन्दी
,
Marathi
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada