ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଅକ୍ଷୟ ତୃତୀୟାର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 23 APR 2023 4:14PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଅକ୍ଷୟ ତୃତୀୟା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

ଅକ୍ଷୟ ତୃତୀୟାର ହାର୍ଦ୍ଦିକ ଶୁଭେଚ୍ଛା । ଦାନ, ପୂଣ୍ୟ ଓ ମାଙ୍ଗଳିକ କାର୍ଯ୍ୟର ଶୁଭାରମ୍ଭର ପରମ୍ପରା ସହ ଜଡିତ ଏହି ପବିତ୍ର ପର୍ବ ସମସ୍ତ ଜୀବନରେ ସୁଖ, ସମୃଦ୍ଧି ଓ ଉତ୍ତମ ସ୍ୱାସ୍ଥ୍ୟ ଆଣୁ ବୋଲି କାମନା ।

SR


(ରିଲିଜ ଆଡି: 1918961) ପରିଦର୍ଶକ କାଉଣ୍ଟର : 140