ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
କୋଚିରେ ଦେଶର ପ୍ରଥମ ୱାଟର ମେଟ୍ରୋକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
ପୋଷ୍ଟ କରାଯିବା ଦିନାଙ୍କ:
26 APR 2023 5:11PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୋଚିରେ ଦେଶର ପ୍ରଥମ ୱାଟର ମେଟ୍ରୋକୁ ପ୍ରଶଂସା କରିଛନ୍ତି ।
ବନ୍ଦର, ପରିବହନ ଏବଂ ଜଳପଥ ମନ୍ତ୍ରଣାଳୟର ଏକ ଟୁଇଟ ସେୟାର କରି ପ୍ରଧାନମନ୍ତ୍ରୀ ଟୁଇଟ କରିଛନ୍ତି:
‘ଏହି ଚମତ୍କାର ଉପଲବ୍ଧି ପାଇଁ ଅନେକ ଅଭିନନ୍ଦନ! ସଂଯୋଗୀକରଣ ଦିଗରେ ଏହା ଏକ ପ୍ରଶଂସନୀୟ ପଦକ୍ଷେପ, ଯାହା ଦ୍ୱାରା ସବୁଜ ଅଭିବୃଦ୍ଧିକୁ ବଳ ମିଳିବ ।’
SR
(ରିଲିଜ ଆଡି: 1919876)
ପରିଦର୍ଶକ କାଉଣ୍ଟର : 122
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam