ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଇସ୍ରାଏଲ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଓ ଇସ୍ରାଏଲବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 26 APR 2023 6:39PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଇସ୍ରାଏଲ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଓ ଇସ୍ରାଏଲବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଏକ ଟ୍ୱିଟ ଶୃଙ୍ଖଳରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ମୋର ବନ୍ଧୁ @netanyahuଇସ୍ରାଏଲବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା । ମେଜଲ ଟୋଭ ।

SR


(रिलीज़ आईडी: 1920081) आगंतुक पटल : 158
इस विज्ञप्ति को इन भाषाओं में पढ़ें: Kannada , English , Urdu , Marathi , हिन्दी , Bengali , Assamese , Manipuri , Punjabi , Gujarati , Tamil , Telugu , Malayalam