ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ପ୍ରକାଶ ସିଂହ ବାଦଲଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ
Posted On:
27 APR 2023 8:02AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ପ୍ରକାଶ ସିଂହ ବାଦଲଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ଶ୍ରୀ ପ୍ରକାଶ ସିଂହ ବାଦଲ ଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲି ।”
SR
(Release ID: 1920083)
Visitor Counter : 91
Read this release in:
English
,
Urdu
,
Marathi
,
Hindi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam