ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଦନ୍ତେୱାଡାରେ ଛତିଶଗଡ ପୁଲିସ ଉପରେ ହୋଇଥିବା ଆକ୍ରମଣକୁ ନିନ୍ଦା କଲେ ପ୍ରଧାନମନ୍ତ୍ରୀ
ଏହି ଆକ୍ରମଣରେ ପ୍ରାଣ ହରାଇଥିବା ବୀର ଜୱାନମାନଙ୍କୁ ଶ୍ରଦ୍ଧାଞ୍ଜଳି ମଧ୍ୟ ଅର୍ପଣ କଲେ
प्रविष्टि तिथि:
27 APR 2023 8:03AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଛତିଶଗଡର ଦନ୍ତେୱାଡା ଜିଲ୍ଲାରେ ଛତିଶଗଡ ପୁଲିସ ଉପରେ ହୋଇଥିବା ଆକ୍ରମଣକୁ ନିନ୍ଦା କରିଛନ୍ତି । ଏହି ଆକ୍ରମଣରେ ପ୍ରାଣ ହରାଇଥିବା ବୀର ଜୱାନମାନଙ୍କୁ ମଧ୍ୟ ଶ୍ରୀ ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ଦନ୍ତେୱାଡାରେ ଛତିଶଗଡ ପୁଲିସ ଉପରେ ହୋଇଥିବା ଆକ୍ରମଣକୁ ଦୃଢ ନିନ୍ଦା କରୁଛି । ଆକ୍ରମଣରେ ପ୍ରାଣ ହରାଇଥିବା ବୀର ଜୱାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । ସେମାନଙ୍କ ବଳୀଦାନ ସଦା ସ୍ମରଣୀୟ ହୋଇ ରହିବ । ଶୋକସନ୍ତପ୍ତ ପରିବାରଗୁଡିକୁ ସମବେଦନା ।”
SR
(रिलीज़ आईडी: 1920084)
आगंतुक पटल : 152
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Assamese
,
Manipuri
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam