ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଆଇନ ସେବା ଶିବିର ମାଧ୍ୟମରେ ନାଗରିକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ସକ୍ରିୟ ଭୂମିକା ତୁଲାଇଥିବା ଜାରବୋମ ଗାମଲିନ ଆଇନ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଉଦ୍ୟମକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
Posted On:
29 APR 2023 8:54AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଆଇନ ସେବା ଶିବିର ମାଧ୍ୟମରେ ନାଗରିକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ସକ୍ରିୟ ଭୂମିକା ତୁଲାଇଥିବା ଜାରବୋମ ଗାମଲିନ ଆଇନ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଉଦ୍ୟମକୁ ପ୍ରଶଂସା କରିଛନ୍ତି ।
କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରୀ ଶ୍ରୀ କିରେନ ରିଜିଜୁଙ୍କ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ଏଭଳି ଉଦ୍ୟମ ପ୍ରଶଂସନୀୟ, କାରଣ ଏହାଦ୍ୱାରା ଆଇନ ଓ ଆଇନଗତ ଅଧିକାରର ବିଭିନ୍ନ ଦିଗ ସମ୍ପର୍କରେ ଲୋକଙ୍କ ମଧ୍ୟରେ ସଚେତନତା ବୃଦ୍ଧି ହେଉଛି ।”
SR
(Release ID: 1921012)
Visitor Counter : 130
Read this release in:
English
,
Urdu
,
Marathi
,
Hindi
,
Assamese
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam