ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଭିୱଣ୍ଡିରେ ଘଟିଥିବା ଦୁଃଖଦ ଘଟଣାରେ ପ୍ରଧାନମନ୍ତ୍ରୀ ମର୍ମାହତ ଅନୁକମ୍ପାରାଶି ଘୋଷଣା କଲେ
प्रविष्टि तिथि:
01 MAY 2023 5:01PM by PIB Bhubaneswar
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ କରାଯାଇଛି:
‘ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ମହାରାଷ୍ଟ୍ରର ଭିୱଣ୍ଡିରେ ଘଟିଥିବା ଦୁଃଖଦ ଘଟଣାରେ ମର୍ମାହତ ହୋଇଛନ୍ତି । ଶୋକସନ୍ତପ୍ତ ପରିବାରକୁ ସେ ସମବେଦନା ଜଣାଇବା ସହ ଆହତଙ୍କ ପାଇଁ ପ୍ରାର୍ଥନା କରିଛନ୍ତି । ପିଏମଏନଆରଏଫରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ପ୍ରଦାନ କରଯିବ । ଆହତଙ୍କୁ ୫୦ ହଜାର ଟଙ୍କା ସହାୟତା ଦିଆଯିବ’ ।
SR
(रिलीज़ आईडी: 1921166)
आगंतुक पटल : 158
इस विज्ञप्ति को इन भाषाओं में पढ़ें:
English
,
Urdu
,
हिन्दी
,
Marathi
,
Assamese
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam