ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଲୁଧିଆନା ଗ୍ୟାସ୍ ଲିକ୍ ମୃତ୍ୟୁ ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଶୋକ


ଅନୁକମ୍ପାରାଶି ଘୋଷଣା କଲେ

प्रविष्टि तिथि: 01 MAY 2023 5:03PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଲୁଧିଆନାରେ ଗ୍ୟାସ୍ ଲିକ୍ ଘଟଣାରେ ଦୁଃଖବ୍ୟକ୍ତ କରିଛନ୍ତି

ପ୍ରଧାନମନ୍ତ୍ରୀ ମୃତକ ଏବଂ ଆହତଙ୍କ ନିମନ୍ତେ ଅନୁକମ୍ପାମୂଳକ ରାଶି ଘୋଷଣା କରିଛନ୍ତି

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ କରାଯାଇଛି:

ଲୁଧିଆନାରେ ଗ୍ୟାସ୍ ଲିକ୍ ଘଟଣାରେ ଦୁଃଖ ପ୍ରକାଶ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୃତକଙ୍କ ପରିବାରକୁ ପିଏମଏନଆରଏଫ ପାଣ୍ଠିରୁ ଲକ୍ଷ ଟଙ୍କା ଏବଂ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନ ନିମନ୍ତେ ଘୋଷଣା କରିଛନ୍ତି

 

SR


(रिलीज़ आईडी: 1921168) आगंतुक पटल : 157
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Assamese , Manipuri , Bengali , Punjabi , Gujarati , Tamil , Telugu , Kannada , Malayalam