ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପେପରଲେସ ହେବା ପାଇଁ ତ୍ରିପୁରା ସରକାରଙ୍କ ନିଷ୍ପତ୍ତିକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
ପୋଷ୍ଟ କରାଯିବା ଦିନାଙ୍କ:
09 MAY 2023 4:14PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ପେପରଲେସ ହେବା ପାଇଁ ତ୍ରିପୁରା ସରକାରଙ୍କ ନିଷ୍ପତ୍ତିକୁ ପ୍ରଶଂସା କରିଛନ୍ତି ।
ତ୍ରିପୁରା ମୁଖ୍ୟମନ୍ତ୍ରୀ ପ୍ରଫେସର (ଡଃ) ମାନିକ ସାହାଙ୍କ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ପ୍ରଯୁକ୍ତିକୁ ଆପଣାଇବା ସହ ନାଗରିକଙ୍କ ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆଣିବାକୁ ତ୍ରିପୁରା ସରକାରଙ୍କ ନିରବଚ୍ଛିନ୍ନ ଉଦ୍ୟମ ଦେଖିବା ସନ୍ତୋଷଜନକ ।”
SR
(ରିଲିଜ ଆଡି: 1922794)
ପରିଦର୍ଶକ କାଉଣ୍ଟର : 164
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Bengali
,
Manipuri
,
Assamese
,
Punjabi
,
Gujarati
,
Gujarati
,
Tamil
,
Telugu
,
Kannada
,
Malayalam