ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ତାସକେଣ୍ଟ ଠାରେ ପୁରୁଷ ବିଶ୍ୱ ବକ୍ସିଂ ଚାମ୍ପିୟନସିପରେ ପ୍ରଥମ ଥର ପାଇଁ ପଦକ ଜିତିଥିବା ମୁଷ୍ଟିଯୋଦ୍ଧାମାନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
12 MAY 2023 10:35AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ତାସକେଣ୍ଟ ଠାରେ ପୁରୁଷ ବିଶ୍ୱ ବକ୍ସିଂ ଚାମ୍ପିୟନସିପରେ ପ୍ରଥମ ଥର ପାଇଁ ପଦକ ଜିତିଥିବା ଦୀପକ ଭୋରିଆ, ହୁସାମୁଦ୍ଦିନ ଓ ନିଶାନ୍ତ ଦେବଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
କେନ୍ଦ୍ର କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ଶ୍ରୀ ଅନୁରାଗ ସିଂହ ଠାକୁରଙ୍କ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ଦୀପକ ଭୋରିଆ, ହୁସାମୁଦ୍ଦିନ ଓ ନିଶାନ୍ତ ଦେବଙ୍କୁ ଅଭିନନ୍ଦନ । ସେମାନଙ୍କ ସଫଳତା ଖୁବ ପ୍ରେରଣାଦାୟୀ ।”
SR
(ରିଲିଜ ଆଡି: 1923576)
ପରିଦର୍ଶକ କାଉଣ୍ଟର : 153
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam