ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ସାଂସଦ ତଥା ପୂର୍ବତନ ମନ୍ତ୍ରୀ ଶ୍ରୀ ରତନ ଲାଲ କଟାରିଆଙ୍କ ପରଲୋକରେ ପ୍ରଧାନମନ୍ତ୍ରୀଙ୍କ ଶୋକ
ପୋଷ୍ଟ କରାଯିବା ଦିନାଙ୍କ:
18 MAY 2023 10:51AM by PIB Bhubaneswar
ସାଂସଦ ତଥା ପୂର୍ବତନ ମନ୍ତ୍ରୀ ଶ୍ରୀ ରତନ ଲାଲ କଟାରିଆଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:
ସାଂସଦ ତଥା ପୂର୍ବତନ ମନ୍ତ୍ରୀ ଶ୍ରୀ ରତନ ଲାଲ କଟାରିଆଙ୍କ ପରଲୋକରେ ଅତ୍ୟନ୍ତ ଦୁଃଖିତ । ଜନସେବା ଏବଂ ସାମାଜିକ ନ୍ୟାୟରେ ତାଙ୍କ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ପାଇଁ ତାଙ୍କୁ ମନେ ରଖାଯିବ । ସେ ହରିୟାଣାରେ ବିଜେପିକୁ ମଜଭୁତ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ତାଙ୍କ ପରିବାର ଓ ସମର୍ଥକଙ୍କ ପ୍ରତି ସମବେଦନା । ଓମ୍ ଶାନ୍ତି ।
SR
(ରିଲିଜ ଆଡି: 1925174)
ପରିଦର୍ଶକ କାଉଣ୍ଟର : 189
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Nepali
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam