ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଭାରତରେ ନବାଚାରର ସଫଳତା ଓ ଉଦ୍ୟମିତା ଇକୋସିଷ୍ଟମ ସମ୍ପର୍କରେ କେନ୍ଦ୍ର ମନ୍ତ୍ରୀ ଡଃ ଜିତେନ୍ଦ୍ର ସିଂହଙ୍କ ନିବନ୍ଧ ଶେୟାର କଲେ ପ୍ରଧାନମନ୍ତ୍ରୀ

Posted On: 19 MAY 2023 10:27AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଭାରତରେ ନବାଚାରର ସଫଳତା ଓ ଉଦ୍ୟମିତା ଇକୋସିଷ୍ଟମ ସମ୍ପର୍କରେ କେନ୍ଦ୍ର ମନ୍ତ୍ରୀ ଡଃ ଜିତେନ୍ଦ୍ର ସିଂହଙ୍କ ନିବନ୍ଧ ଶେୟାର କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;

କେନ୍ଦ୍ର ରାଷ୍ଟ୍ର ମନ୍ତ୍ରୀ ଡଃ ଜିତେନ୍ଦ୍ର ସିଂହ ଭାରତରେ ନବାଚାରର ସଫଳତା ଓ ଉଦ୍ୟମିତା ଇକୋସିଷ୍ଟମ ସମ୍ପର୍କରେ ଆଲେଖ୍ୟ ପ୍ରସ୍ତୁତ କରିଛନ୍ତି ।

 

SR



(Release ID: 1925367) Visitor Counter : 118